Flood Damage Report
ରାଜ୍ୟ ସରକାରଙ୍କ ବନ୍ୟା କ୍ଷୟକ୍ଷତି ରିପୋର୍ଟକୁ ନେଇ ଆପତ୍ତି। ବନ୍ୟା କ୍ଷୟକ୍ଷତି ଆକଳନ ଭୁଲ୍ ରହିଛି ଓ ପ୍ରସ୍ତୁତ ହୋଇଥିବା ରିପୋର୍ଟରେ ଅନେକ ଗାଁକୁ ସାମିଲ କରାଯାଇନଥିବାରୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ। ଆଉ ଥରେ ସର୍ଭେ କରିବା ସହ ଶ୍ୱେତପତ୍ର ଜାରି ପାଇଁ ଦାବି କରିଛନ୍ତି ବିଜେପି ଓ କଂଗ୍ରେସ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)