Advertisment

୨ ସପ୍ତାହ ହେଲା ଅଳିଆ ପାହାଡ଼ରେ ଛିଡ଼ା ହୋଇଛି ଭୁବନେଶ୍ୱର

ସ୍ମାର୍ଟ ସିଟିର ସ୍ଥିତି ସଙ୍ଗୀନ୍। ସହରର ଯୁଆଡ଼େ ଚାହିଁବ କୁଢ କୁଢ ଗଦା ଗଦା ଆବର୍ଜନା। ଗଳି ହେଉ କି ମେନ୍ ରୋଡ୍ ସବୁଠି ପଡିରହିଛି ଅଳିଆ। ପ୍ରାୟ ୨ ସପ୍ତାହ ହେଲା ସହରରୁ ନିୟମିତ ଉଠୁନି ଅଳିଆ। ବିଏମସିର୍ ପରିଚାଳନାଗତ ତ୍ରୁଟି ପାଇଁ ଏମିତି ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ହେଲେ BMC କହୁଛି- ସମସ୍ୟା ନାହିଁ ସମାଧାନ ସରିଛି। ଗ୍ରାଉଣ୍ଡର ସ୍ଥିତି କିନ୍ତୁ ଯଥା ପୂର୍ବଂ ତଥା ପରଂ।

author-image
Chandan Shishu

BMC Bhuasuni Yard
Advertisment
Advertisment