By: Pallipuspa Samal
Last updated: 29 May 2023, 09:44 AM IST
ଖୋଦ୍ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିଲେ, ନିର୍ବାଚନ ସରି ନିର୍ବାଚନ ଆସିଲାଣି । ସେତୁ ସରୁନି କି ଲୋକଙ୍କ ଦୁର୍ଦ୍ଦଶା କମୁନି । ହିନସ୍ତା ହେଉଛନ୍ତି ଲୋକେ..