""
ବିବିଧ Videos ଉଦଘାଟନ ହେଲା କିନ୍ତୁ କାମରେ ଲାଗୁନି : ପାଣିରେ ପଡିଲା ୭ କୋଟି ଟ୍ରାଫିକ୍ ସମସ୍ୟା କମାଇବାକୁ ୭ କୋଟି ଟଙ୍କା ବ୍ୟୟରେ ବସଷ୍ଟାଣ୍ଡ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ୨୦୧୬ ଠୁ ଆଜିଯାଏଁ ଗୋଟିଏ ବସ୍ ବି ଯାଇନାହିଁ ନୂଆ ଷ୍ଟାଣ୍ଡକୁ । ନିଜ ଜିଦ୍ରେ ଅଟଳ ଘରୋଇ ବସ୍ ମାଲିକ ସଂଘ । ସେପଟେ ନୂଆ ବସଷ୍ଟାଣ୍ଡର ଅବସ୍ଥା ପୂରା ବେହାଲ 17 Jun 2023 11:08 ISTPallipuspa Samal Follow UsBus stand in BerhampurAdvertisment Read More Berhampur Baramunda Bus Stand