Advertisment

ଆଜି ଚୁଲି ତାଡ଼ିଲ, କାଲି କଣ ତାଡ଼ିବ ?

ବଡ଼ ଦେଉଳର ରୋଷଘରେ ପଶି କାଳିଆ ଠାକୁରର ଚୁଲି ଭଙ୍ଗା ଯିବା ପରେ ଏ ପ୍ରଶ୍ନ ସବୁ ଜଗନ୍ନାଥପ୍ରେମୀଙ୍କର, ପ୍ରତି ଓଡ଼ିଆଙ୍କର। ଆଜି ଜଗାର ଚୁଲି ତାଡ଼ି ଦେବା ଭଳି ଦୁଃସାହସ ହେଲା, ଆଉ କାଲି।

author-image
Otv Khabar Bureau

ବଡ଼ ଦେଉଳର ରୋଷଘରେ ପଶି କାଳିଆ ଠାକୁରର ଚୁଲି ଭଙ୍ଗା ଯିବା ପରେ ଏ ପ୍ରଶ୍ନ ସବୁ ଜଗନ୍ନାଥପ୍ରେମୀଙ୍କର, ପ୍ରତି ଓଡ଼ିଆଙ୍କର। ଆଜି ଜଗାର ଚୁଲି ତାଡ଼ି ଦେବା ଭଳି ଦୁଃସାହସ ହେଲା, ଆଉ କାଲି।

Advertisment
Srimandir Chulhas Vandalised
Advertisment
Advertisment