Advertisment

କମିଶନରେଟ୍‌ ପୋଲିସ୍‌ରେ ୩ ନୂଆ ଶାଖାକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ଲାଗି ସ୍ୱତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ। ଏନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି ବୋଲି ସୂଚନା ଦିଆଯାଇଛି। ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ, ନିଶାଦ୍ରବ୍ୟ ସମ୍ପର୍କିତ ବିଭିନ୍ନ ଅପରାଧ ସମ୍ପର୍କରେ ଏହି ଶାଖା ଅନୁସନ୍ଧାନ କରି ପଦକ୍ଷେପ ନେବେ।

author-image
Otv Khabar Bureau

Approves Commissionerate Police CM Police Stations 3 New Special Crime Investigation Unit
Advertisment
Advertisment