Advertisment

ସରକାରୀ ଆଦେଶକୁ ମାନୁନି କି ଗଣଶିକ୍ଷା ବିଭାଗ ? ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସତ୍ତ୍ୱେ ପୂରଣ ହେଉନି ଦାବି

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ହେଲା ପାଣିର ଗାର । ଯେଉଁଥିପାଇଁ ଚୁକ୍ତିଭିତ୍ତିକ ଶିକ୍ଷକ ଆସି ରାଜଧାନୀରେ ଧାରଣା ଦେଲେଣି । ନୂଆ ଶିକ୍ଷା ବର୍ଷ ଆରମ୍ଭରୁ ଦେଖିବାକୁ ମିଳିଛି ଶିକ୍ଷକ ତାତି ।ସେପଟେ ଶିକ୍ଷକ ସ୍କୁଲରେ ଅନୁପସ୍ଥିତ ରହିଲେ ପାଠ ପଢ଼ା ସହ ଆଡମିଶନ୍ ବି ପ୍ରଭାବିତ ହୋଇପାରେ । ଯାହାକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଶିକ୍ଷକମାନେ ଧୈର୍ଯ୍ୟ ଧରନ୍ତୁ ।

Job Regularisation
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ