cinema hall
Advertisment
ସିନେମା ହଲକୁ ନେଇ ଆମ ସମସ୍ତଙ୍କର କିଛିନା କିଛି ଅନୁଭୂତି ରହିଛି। ହଲ୍ ଭିତରେ ବସି ସିନେମା ଦେଖିବାର ମଜା ଥିଲା ଅଲଗା। ଏବେ କିନ୍ତୁ ସ୍ଥିତି ବଦଳି ଯାଉଛି। ଛୋଟ ଛୋଟ ସହରରେ ଥିବା ସିନେମା ହଲ୍ ସବୁ ବନ୍ଦ ହୋଇଗଲାଣି। କୋଉଠି ବିହାଘର ମଣ୍ଡପ ଖୋଲିଛି ତ କୋଉଠି ଲାଗିଛି ଟୁ-ଲେଟ୍।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us