ଆମେ ହାରିଲା ଘରର ପୁଅ ନୁହେଁ। ଥରେ ଖାଦ୍ୟ ପାଇଲେ ଜମାରୁ ଛାଡ଼ିବୁନି। ତୁମର ମେଞ୍ଚାଏ ନ୍ୟୁଡ୍ ଫଟୋ ଆମ ପାଖରେ ରହିଛି...ଟଙ୍କା ନଦେଲେ ସବୁ ଯାକ ଏକାବେଳେ ଭାଇରାଲ କରିଦେବୁ....ବାସ୍ ଏହା ପରେ ଦେଖନ୍ତୁ ହେଲା କ’ଣ?
Published: Pallipuspa Samal
Last updated: 03 June 2022, 01:36 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।