ଆଶ୍ଚର୍ଯ୍ୟ !! ମରିବାର ୧୪ ବର୍ଷ ପରେ ସରକାରୀ ଅଫିସ୍ ଆସି ନେଇ ଗଲେ ସହାୟତା। ପରିବାର ଜାଣିବା ପରେ ପାଦ ତଳୁ ଖସିଗଲା ମାଟି। ଭାଇ କହିଲେ, ଭାଇ ତ ନାହିଁ...ସେ ଟଙ୍କା ଆଉ କିଏ ନେଇଯାଇଛି। ଆମ ପରିବାର ନାଁରେ ମିଛରେ କାଗଜପତ୍ର ହୋଇଛି।
Published: Pallipuspa Samal
Last updated: 15 May 2022, 02:45 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।