ଭଦ୍ରକ ଜିଲ୍ଲାର କାଉପୁରଠାରେ ପୂଣ୍ୟତୋୟା ସାଳନ୍ଦୀ ନଦୀର ମଧ୍ୟସ୍ଥଳୀରେ ରହିଛି ଦେବର କୁଣ୍ଡ। ପ୍ରତିବର୍ଷ ଭୈମ ଏକାଦଶୀ ଦିନରୁ ଏଠାରେ ଆରମ୍ଭ ହୁଏ ଦେବରକୁଣ୍ଡ । ଦିନେ ନୁହେଁ ୧୨ ଦିନ ପର୍ଯ୍ୟନ୍ତ ଚାଲେ ଏହି ମେଳା।
Published: Pallipuspa Samal
Last updated: 15 February 2022, 01:15 PM IST
ବାଜିରେ ଲାଗିଲା କେନ୍ଦ୍ରାପଡ଼ା ସାଂସଦଙ୍କ ରାଜନୈତିକ କ୍ୟାରିୟର । ଅନୁଭବଙ୍କୁ ଛାଡ଼ି ବର୍ଷାଙ୍କ ଉପରେ ଛାମୁଙ୍କ ଭରସା । ଦଳୀୟ କାର୍ଯ୍ୟକ୍ରମରେ ସିନେମା ଡାଇଲଗ ମାରି ଲୋକଙ୍କ ମନ ଜିଣିବାକୁ ଚେଷ୍ଟା କରୁଥିବା କେନ୍ଦ୍ରାପଡ଼ା ସାଂସଦଙ୍କ ବେଳକାଳ ଭଲ ନାହିଁ ପରି ଲାଗୁଛି । ଆଗ ପରି ତାଙ୍କ ଦବଦବା ଆଉ ନାହିଁ । ତେଙ୍କୁ କୌଣସି କାର୍ଯ୍ୟକ୍ରମକୁ ଡକାଯାଉ ନାହିଁ । ପାରିବାରିକ ବିବାଦ କାରଣ ପାଇଁ ତାଙ୍କୁ ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରଖାଯାଉଥିବା କୁହାଯାଉଛି ।