ପେଟ୍ରୋଲ ଓ ଡିଜେଲ ଦର ଉପରେ କେନ୍ଦ୍ର ସରକାର ଏକ୍ସାଇଜ୍ ଡ୍ୟୁଟି କମ୍ କରିବା ପରେ ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପେଟ୍ରୋଲ ଉପରେ ଉତ୍ପାଦ ଶୁଳ୍କ ଲିଟର ପିଛା ୫ ଟଙ୍କା ଓ ଡିଜେଲ ଲିଟର ପିଛା ୧୦ ଟଙ୍କା କମିଛି। ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ ହ୍ରାସ କରିଥିବାରୁ ଏହାର ଦାମ୍ କମିଛି। ହେଲେ ଓଡ଼ିଶାର ମାଲକାନଗିରିରେ ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ୧୦୦ ଟଙ୍କା ଉପରେ ବିକ୍ରି ହେଉଛି।
Published: Rajalaxmi Sahoo
Last updated: 04 November 2021, 10:44 AM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।