ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଶାସନ କାଳର ୬୦ବର୍ଷ ପୂର୍ତ୍ତି ଅବସର ଥିଲା ସ୍ମରଣୀୟ.. ଲଣ୍ଡନ ରାଜରାସ୍ତାରେ ମହାଆଡ଼ମ୍ବରରେ ଆୟୋଜିତ ହେଲା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ.. ଦେଶ ବିଦେଶରୁ ଛୁଟିଥିଲା ଦର୍ଶକଙ୍କ ସୁଅ..
Published: Pallipuspa Samal
Last updated: 04 May 2022, 08:22 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।