ଦାରିଦ୍ରତାର ଏହା ହେଉଛି ନଗ୍ନ ଚିତ୍ର । ଜଣେ ହ୍ୱିଲ୍ ଚେୟାରରେ ତ ଆଉ ଜଣେ ଦେଖିପାରୁନାହାନ୍ତି । ଦୁହେଁ ବାହାରିଛନ୍ତି ୧୫ କିମି ବାଟ ଚାଲିବେ । ଏତକ ବାଟ ଚାଲି ଗଲେ କଟି ଥିବା ରାସନ କାର୍ଡରେ ନା ଆଉ ଥରେ ଯୋଡ଼ିବାକୁ ଅନୁରୋଧ କରିପାରିବେ...
Published By: Swadesi Megha Mallhar Prusty
Last updated: 05 March 2024, 10:23 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।