ଅଜଣାରେ ରୋଗର ଯନ୍ତ୍ରଣା, ପୁଣି ପେଟରେ ଥିବା ଭୋକର ଚିନ୍ତା। ଦିବ୍ୟାଙ୍ଗ ହେଲେ ବି ବାପା-ମାଆଙ୍କ ସେବା କରିବାରେ କେବେ ବି ଦେଇନାହାନ୍ତି ଖିଲାପ୍। ଦିନରେ ଦୋକାନ କରୁଛନ୍ତି ଆଉ ଅଟୋ ଚଲାଇ ରୋଜଗାର ବି କରୁଛନ୍ତି। ସେତିକିରେ ଚଳୁଛି ପୂରା ପରିବାର....
Published: Pallipuspa Samal
Last updated: 05 June 2022, 12:56 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।