By: Pallipuspa Samal
Last updated: 05 June 2022, 12:56 PM IST
ଅଜଣାରେ ରୋଗର ଯନ୍ତ୍ରଣା, ପୁଣି ପେଟରେ ଥିବା ଭୋକର ଚିନ୍ତା। ଦିବ୍ୟାଙ୍ଗ ହେଲେ ବି ବାପା-ମାଆଙ୍କ ସେବା କରିବାରେ କେବେ ବି ଦେଇନାହାନ୍ତି ଖିଲାପ୍। ଦିନରେ ଦୋକାନ କରୁଛନ୍ତି ଆଉ ଅଟୋ ଚଲାଇ ରୋଜଗାର ବି କରୁଛନ୍ତି। ସେତିକିରେ ଚଳୁଛି ପୂରା ପରିବାର....