Advertisment

ଦିବ୍ୟାଙ୍ଗ ଛାତ୍ରଙ୍କ ପାଇଁ ରେଭେନ୍ସାରେ ହଷ୍ଟେଲ୍ ନାହିଁ, ବସ୍ତିରେ ରହୁଛନ୍ତି, ଆହାର କେନ୍ଦ୍ରରେ ଖାଉଛନ୍ତି

ଦିବ୍ୟାଙ୍ଗ ଛାତ୍ରଙ୍କ ପାଇଁ ରେଭେନ୍ସାରେ ହଷ୍ଟେଲ ନାହିଁ। ସେମାନେ ମଧ୍ୟ ଏତେ ଗରିବ ଯେ, ସେଥିପାଇଁ ପଇସା ନାହିଁ। ତେଣୁ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପଢୁଥିବା ୩ ଜଣ ଦିବ୍ୟାଙ୍ଗ ଛାତ୍ର ଏବେ ବସ୍ତିରେ ଘରଭଡ଼ା ନେଇ ରହୁଛନ୍ତି ଏବଂ ଅନେକ ସମୟରେ ସରକାର ଖୋଲିଥିବା ଆହାର କେନ୍ଦ୍ରରେ ଖାଉଛନ୍ତି।

Divyang Students Special Story Miserable Life Ravenshaw College
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ