ବାଃ ବାଃରେ ପ୍ରଶାସନ । ଦିନେ ଯୋଉ ପିଆଜକୁ ୪ ଟଙ୍କାରେ ବିକ୍ରି କରିଥିଲେ, ତାକୁ ପୁଣି ୪୦ ଟଙ୍କାରେ କିଣୁଛନ୍ତି ଚାଷୀ । ବାରମ୍ବାର ଶୀତଳଭଣ୍ଡାର ପାଇଁ କହୁଥିଲେ ବି କେହି ଶୁଣୁନାହାନ୍ତି
Published: Sarbeswar
Last updated: 14 May 2023, 05:40 PM IST
ଭଦ୍ରକ ତିହିଡି ଅଞ୍ଚଳର ବଂଶୀଧର ରାଉତଙ୍କ ଆଖିକୁ ଭଲ ଭାବେ ଦେଖାଯାଉନଥିଲା । ତେଣୁ ଭଦ୍ରକ ବାଇପାସ୍ ରୋଡ୍ରେ ଥିବା ରଘବାନନ୍ଦ ଆଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଇଥିଲେ । ମେଡିକାଲର ଡ଼ାକ୍ତର ସନ୍ତୋଷ ସିଂ ତାଙ୍କର ଆଖି ପରୀକ୍ଷା କରିଥିଲେ । ଯାଞ୍ଚ ପରେ ବଂଶୀଧରଙ୍କ ବାମ ଆଖିରେ ମୋତିଆବିନ୍ଦୁ ହୋଇଥିବା ଡାକ୍ତର କହିବା ସହ ଅପରେସନ୍ କରିବାକୁ ପରାମର୍ଶ ଦେଇଥିଲେ ପରେ ଅପରେସନ୍ ବି ହୋଇଥିଲା ।