Advertisment

ଆହାର କେନ୍ଦ୍ରରେ ପନିପରିବା ଦର ବୃଦ୍ଧିର ପ୍ରଭାବ

ପନିପରିବା ଦର ବୃଦ୍ଧିର ପ୍ରଭାବ କେବଳ ହାଣ୍ଡି ଶାଳ ଉପରେ ପଡିନି ବରଂ ଉଚ୍ଚା ଦର ଯୋଗୁଁ ପ୍ରଭାବିତ ହୋଇଛି ରାଜ୍ୟ ସରକାରଙ୍କ ଆହାର କେନ୍ଦ୍ର। ବିଭିନ୍ନ ସ୍ଥାନରେ ଖୋଲିଥିବା ଆହାର କେନ୍ଦ୍ରରେ ଭାତ ସାଙ୍ଗକୁ ମିଳୁଥିବା ଡାଲମାରେ ଆଉ ପନିପରିବାର ଦେଖା ମିଳୁନି। ଆହାର କେନ୍ଦ୍ର ପରିଚାଳନା କରୁଥିବା SHG ବି ଚିନ୍ତାରେ ପଡ଼ିଛନ୍ତି

Advertisment

ପନିପରିବା ଦର ବୃଦ୍ଧିର ପ୍ରଭାବ କେବଳ ହାଣ୍ଡି ଶାଳ ଉପରେ ପଡିନି ବରଂ ଉଚ୍ଚା ଦର ଯୋଗୁଁ ପ୍ରଭାବିତ ହୋଇଛି ରାଜ୍ୟ ସରକାରଙ୍କ ଆହାର କେନ୍ଦ୍ର। ବିଭିନ୍ନ ସ୍ଥାନରେ ଖୋଲିଥିବା ଆହାର କେନ୍ଦ୍ରରେ ଭାତ ସାଙ୍ଗକୁ ମିଳୁଥିବା ଡାଲମାରେ ଆଉ ପନିପରିବାର ଦେଖା ମିଳୁନି। ଆହାର କେନ୍ଦ୍ର ପରିଚାଳନା କରୁଥିବା SHG ବି ଚିନ୍ତାରେ ପଡ଼ିଛନ୍ତି।

Advertisment
Vegetables
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ