ଯେବେ ନାୟକ-ନାୟିକାଙ୍କ ମନ ଉଡେରେ... ଚାଖଣ୍ଡ ଉଚ୍ଚରେ ଆସି ପାଦ ପଡେରେ...
Published: Pallipuspa Samal
Last updated: 11 July 2022, 09:51 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।