• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ରାତି ପାହିଲେ ଧାମନଗର ଉପନିର୍ବାଚନ ଭୋଟ । କାଲି ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ହେବ ମତଦାନ । ସେଥିପାଇଁ ଚୂଡ଼ାନ୍ତ ହୋଇଛି ପ୍ରସ୍ତୁତି । ପୋଲିଂ ପାର୍ଟିଂ ବୁଥ୍‌ରେ ପହଞ୍ଚି ମତଦାନର ରିହର୍ସସଲ୍ କରିଛନ୍ତି । ମୁକ୍ତ ଓ ଅବାଧ ଭୋଟ୍ ଗ୍ରହଣ ପାଇଁ ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ମଧ୍ୟ ସମସ୍ତ ତୟାରି କରାଯାଇଛି । ସମ୍ବେଦନଶୀଳ ଚିହ୍ନଟ ୧୧୦ଟି ବୁଥ୍ ଉପରେ କଡ଼ା ନଜର ରଖାଯାଇଛି ।

Dhamnagar ByPoll