Advertisment

କଳାକାରଙ୍କୁ ଏ କି ପ୍ରକାର ସମ୍ମାନ ? ଭତ୍ତା ପାଇଁ ପରିଣତ ବୟସରେ ଦେବାକୁ ପଡ଼ୁଛି ପ୍ରମାଣ

କଳାକାରଙ୍କ ଭିତରେ ହେଉଛି ପ୍ରତିଯୋଗିତା । ସବୁ ଜିଲ୍ଲାର ସବୁ ବ୍ଲକରେ ପ୍ରତିଯୋଗିତା ଚାଲିଛି । ମୁଖ୍ୟମନ୍ତ୍ରୀ କଳାକାର ଭତ୍ତା ଯୋଜନାରେ ମାସିକ ୧୨ ଶହ ଟଙ୍କା ପାଇବା ପାଇଁ ରାଜ୍ୟରେ ମୋଟ୍ ୫୦ ହଜାର କଳାକାର ଏହି ଭତ୍ତା ପାଇବାକୁ ଥିବା ବେଳେ ଚୟନ ପ୍ରକ୍ରିୟାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଅନେକ କଳାକାର

author-image
Sarbeswar

Kendrapada Odisha
Advertisment
Advertisment