କାଦୁଅରେ ଶୋଉଛନ୍ତି ଡାଙ୍ଗଧର । ଖାଇବାକୁ ନାହିଁ କି ଘର ନାହିଁ...ସମସ୍ତେ ଭତ୍ତା ଲାଗି ଯୋଗ୍ୟ ପରେ ବି କାହାକୁ ମିଳୁନି । ସରକାର ନୁହେଁ ବରଂ ଠାକୁର ହିଁ ସାହାଭରସା ବୋଲି କହୁଛନ୍ତି ବୃଦ୍ଧ...
Published By: Rajalaxmi Sahoo
Last updated: 17 August 2023, 02:06 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।