Advertisment

ଜରି ତଳେ ଜୀବନ: ନବୀନଙ୍କ ଦୁଃଖ ଶୁଣୁନାହାନ୍ତି ନବୀନ

ପୁଅ ସାପ କାମୁଡାରେ ମଲା । ବର୍ଷାରେ ଘର ଭାଙ୍ଗିଗଲା...ବୁଢା ବୟସରେ ପାଖରେ କିଛି ସମ୍ବଳ ନାହିଁ । ନାତି ମୁହଁରେ ଆହାର ଦେବା ପାଇଁ ମୂଲ ଲାଗୁଛନ୍ତି ଜେଜେ ବାପା । ପ୍ରଶାସନ ପାଖକୁ ଦୌଡି ଦୌଡି ଥକି ପଡିଲେଣି ସତ ହେଲେ ଘର ଖଣ୍ଡେ ମିଳିଲା ନାହିଁ

author-image
Rajalaxmi Sahoo