ନବୀନ ସରକାରଙ୍କୁ ଗୁହାରୀ କରୁଛି ମୋତେ ଘର ଖଣ୍ଡ ଦିଅ, ମୁଁ ମୋର ଦୁଇ ପିଲାଙ୍କୁ ଧରି ଭଲରେ ରହିବି l ଏଭଳି କହି ସରକାରଙ୍କୁ ଗୁହାରୀ କରିଛନ୍ତି ଜଣେ ୭୦ ବର୍ଷୀୟା ବୃଦ୍ଧା । ଆବାସ ଘର ପାଇଁ ୨୦ ବର୍ଷ ହେଲା ଗୁହାରୀ ଜରି କରି ଥକି ଗଲେଣି ହେଲେ ଆବାସ ଯୋଜନାରେ ଘର ଖଣ୍ଡ ମିଳୁନାହିଁ । ଏଭଳି ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ମୋହନା ବ୍ଲକ୍ ଦୁର୍ଗମ ମାତାକୁପା ଗାଁରେ …