ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଯେଉଁମାନଙ୍କ ବଳିଦାନ ପାଇଁ ଆମେ ଆଜି ସ୍ୱାଧୀନ ସେମାନଙ୍କ ସ୍ମୃତି ସ୍ତମ୍ବ ଆଜି ଅବହେଳିତ ....
Published By: Rajalaxmi Sahoo
Last updated: 15 August 2023, 02:30 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।