Advertisment

୬ ଦିନ ହେଲା ଉତ୍ତରକାଶୀ ଅନ୍ଧାରୀ ଟନେଲରେ ଅଟକିଛି ୪୦ ଜୀବନ

ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲରେ ଫସିଥିବା ୪୦ ଶ୍ରମିକଙ୍କୁ ଉଦ୍ଧାର ଲାଗି ଚାଲିଛି ଅବିଶ୍ରାନ୍ତ ଉଦ୍ୟମ। ଆମେରିକାନ ଅଗର ଡ୍ରିଲ ସାହାଯ୍ୟରେ ମାଟି ଖୋଳା ଚାଲିଥିବା ବେଳେ ୩ ଫୁଟ ପାଇପକୁ ଭିତରକୁ ପୁରାଇ ସେଇ ବାଟରେ ଶ୍ରମିକଙ୍କୁ ବାହାରକୁ ଆଣିବା ଲାଗି ଯୋଜନା ପ୍ରସ୍ତୁତ ହୋଇଛି...

Advertisment

ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲରେ ଫସିଥିବା ୪୦ ଶ୍ରମିକଙ୍କୁ ଉଦ୍ଧାର ଲାଗି ଚାଲିଛି ଅବିଶ୍ରାନ୍ତ ଉଦ୍ୟମ। ଆମେରିକାନ ଅଗର ଡ୍ରିଲ ସାହାଯ୍ୟରେ ମାଟି ଖୋଳା ଚାଲିଥିବା ବେଳେ ୩ ଫୁଟ ପାଇପକୁ ଭିତରକୁ ପୁରାଇ ସେଇ ବାଟରେ ଶ୍ରମିକଙ୍କୁ ବାହାରକୁ ଆଣିବା ଲାଗି ଯୋଜନା ପ୍ରସ୍ତୁତ ହୋଇଛି। ସେପଟେ ଶ୍ରମିକଙ୍କ ମନୋବଳ ବଜାୟ ରଖିବା ଲାଗି ସେମାନଙ୍କ ସହ ନିୟମିତ ଯୋଗାଯୋଗ କରାଯାଉଛି। ଓଡ଼ିଶାରୁ ଯାଇଥିବା ଶ୍ରମ ଅଧିକାରୀ ଘଟଣାସ୍ଥଳକୁ ଯାଇ ଓଡ଼ିଆ ଶ୍ରମିକଙ୍କ ସହ କଥା ହେବା ସହ ସେମାନଙ୍କୁ ଉଦ୍ଧାର ଲାଗି ସବୁ ବ୍ୟବସ୍ଥା କରାଯାଉଥିବା ଆଶ୍ୱାସନା ଦେଇଛନ୍ତି।

Advertisment
Uttarakhand Tunnel Collapsed
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ