ସିଏ ଆମ ପାଇଁ ମରିଗଲା । ନିଜ ଜିଇଁଥିବା ଭଉଣୀ ପାଇଁ ମହିଳା ଜଣକ ଛାତିରେ ପଥର ରଖି କିଛି ଏମିତି କହିଛନ୍ତି । ଖାଲି ଭଉଣୀ ନୁହେଁ ବରଂ ଜନ୍ମକଲା ମାଆ ଓ ବାପା ବି କାନ୍ଦିକାନ୍ଦି ନିଜ କର୍ମକୁ ନିନ୍ଦିଛନ୍ତି । ଗୋଟେ ପଟେ ବିବାହ, ଅନ୍ୟପଟେ ଶୁଦ୍ଧିକ୍ରିୟା । ଏପଟେ ମଥାରେ ଲାଗୁଥିଲା ସିନ୍ଦୂର, ସେପଟେ ଫଟୋରେ ଦିଆଯାଉଥିଲା ଫୁଲମାଳ । ଯିଏ କନ୍ୟା ହୋଇଛି ତା’ରି ପାଇଁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପର୍ବ ବି ଚାଲିଛି । କଥାଟା କାନକୁ ଅଡୁଆ ଲାଗୁଥିଲେ ବି ପୂରା ସତ ।
Published By: Sarbeswar
Last updated: 12 September 2023, 10:25 PM IST
ଅଳିଆ ଉଠା ଟ୍ରଲିର ଆବର୍ଜନା ବାହାରି ବିକ୍ଷିପ୍ତ ହୋଇରହିଛି ଚାରିଆଡ଼େ । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍ କ୍ୟାମ୍ପସରେ ଯୁଆଡ଼େ ଚାହିଁବେ ସେଆଡ଼େ ଅଳିଆ ଆବର୍ଜନାର ପାହାଡ଼ ।