Advertisment

ଚିନ୍ତାରେ ଚାଷୀ

ବର୍ଷା ଅଭାବରୁ ଚାଷ ଜମି ଫାଟି ଆଁ କଲାଣି । ଉପକୂଳ ଓଡ଼ିଶାରେ ବର୍ଷା କମ୍ ହୋଇଥିବାରୁ ଚାଷୀ ମୁଣ୍ଡରେ ଚଡ଼କ ପଡିଛି । ରାଜ୍ୟରେ ବହୁ ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି ।

author-image
Sarbeswar
ଅଦ୍ୟତନ ହୋଇଛି

ବର୍ଷା ଅଭାବରୁ ଚାଷ ଜମି ଫାଟି ଆଁ କଲାଣି । ଉପକୂଳ ଓଡ଼ିଶାରେ ବର୍ଷା କମ୍ ହୋଇଥିବାରୁ ଚାଷୀ ମୁଣ୍ଡରେ ଚଡ଼କ ପଡିଛି । ରାଜ୍ୟରେ ବହୁ ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି । ଜୁନ୍ ପହିଲାରୁ ୧୭ଟି ଜିଲ୍ଲାରେ ୨୦ ପ୍ରତିଶତ କମ୍ ବର୍ଷା ହୋଇଛି । 

Advertisment
Odisha Odisha Farmer
Advertisment
Advertisment