ପଶ୍ଚିମ ଓଡ଼ିଶାରେ ଚାଷୀଙ୍କ ପାଇଁ କାଳ ହେଲା ଅଦିନିଆ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ବଲାଙ୍ଗିର, ସୋନପୁର, ନୂଆପଡ଼ା, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ଲଗାଣ ବର୍ଷା ଫଳରେ ବ୍ୟାପକ କ୍ଷତିର ସମ୍ମୁଖୀନ ହୋଇଛନ୍ତି ଚାଷୀ କୂଳ ।