ଝିଅଟିଏ ହୋଇ ବୁଲେଟ୍ ଚଢୁଥିଲେ, ନିଜ ଅନ୍ଦାଜରେ ବଂଚୁଥିଲେ। ଶହ ଶହ ରିଲ୍-ଭିଡିଓ କରି ଜୀବନକୁ ଏକ ଗୀତ ପରି ବଞ୍ଚୁଥିବା ଲେଡି-ପିଇଟି ତନୁଜା ବିଶ୍ୱାସଙ୍କୁ ନେଇ ଏବେ ସାରା ସହରରେ ଚର୍ଚ୍ଚା। ତାଙ୍କ ଅନ୍ଦାଜ ପାଇଁ ସେହି ଛୋଟିଆ ସହରଟିରେ ସେ ଥିଲେ ଖୁବ୍ ଜଣାଶୁଣା। କିନ୍ତୁ ହଠାତ୍ ସେ ନିଜ ଜୀବନକୁ ଶେଷ କରିଦେଲେ ଗୋଟିଏ ମୁହୂର୍ତ୍ତରେ। ଗଲାବେଳେ ଛାଡ଼ିଗଲେ ଶେଷ ଚିଠି। ତନୁଜା, ଏମିତି କରିବା କଣ ଜରୁରି ଥିଲା? ଜୀବନ ତ କେତେ ସୁନ୍ଦର ଥିଲା...