• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ମୁମ୍ବାଇର ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ନାଁରେ ଥାନାରେ ଏତଲା ହୋଇଛି । ସୌରିନଙ୍କ ନାଁରେ ଜଣେ ଯୁବତୀ ଥାନାରେ ଅଭିଯୋଗ କରିଛନ୍ତି । ପ୍ରଥମେ ଜଗତପୁର ଥାନାରୁ ଯାଇ ଯୁବତୀ ଜଣକ ମହିଳା ଥାନାରେ ଏତଲା କରିଛନ୍ତି । ଯୁବତୀଙ୍କୁ ଗାୟିକା କରାଇଦେବାର ପ୍ରତିଶ୍ରୁତି ଦେଇ ଶୋଷଣ କରାଯାଇଥିବା ଅଭିଯୋଗ କରାଯାଇଛି । ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଇଥିବା ସଂପୃକ୍ତ ଯୁବତୀ ଅଭିଯୋଗ କରିଥିବା ଜଣାପଡ଼ିଛି । ଯୁବତୀ ଜଣକ ଜଗତପୁର ଥାନାକୁ ଯାଇଥିଲେ, ପରେ ସେଠାରୁ ପୋଲିସ ମହିଳା ଥାନା ପଠାଇଥିଲା ।

Sourin Bhatt