Rourkela Airport
ସ୍ମାର୍ଟସିଟି ରାଉରକେଲାକୁ ବିମାନ ସେବାର ଭବିଷ୍ୟତକୁ ନେଇ ଏବେ ନାନା ଶଙ୍କା । ହକି ବିଶ୍ୱକପକୁ ଦେଖି ଉଡାନ୍ ସ୍କିମରେ ଆରମ୍ଭ ହୋଇଥିବା ବିମାନସେବା ଏବେ ଧକଉଛି । ରାତିରେ ବିମାନ ଅବତରଣ ପାଇଁ ସୁବିଧା ନଥିବା ଏବଂ ଇନ୍ଷ୍ଟ୍ରୁମେଣ୍ଟ ଲାଣ୍ଡିଂ ସିଷ୍ଟମ-ଆଇଏଲଏସ ଭଳି ଜରୁରୀ ଭିତ୍ତିଭୂମୀ ଅଭାବରୁ ଗତ ସପ୍ତାହେ ହେଲା ବାତିଲ ହେବାରେ ଲାଗିଛି ବିମାନ ସେବା । ଏଭଳି ସ୍ଥିତିକୁ ଦେଖି ତୁରନ୍ତ ରାଉରକେଲା ସମେତ ଜୟପୁର ବିମାନବନ୍ଦର ଲାଗି ଆବଶ୍ୟକ ଭିତ୍ତିଭୂମି ପାଇଁ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆକୁ ଚିଠି ଲେଖିଛନ୍ତି ରାଜ୍ୟ ପରିବହନ ସଚିବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)