Advertisment

ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ

ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ପୁଅ କୃଷ୍ଣସିଂହ ମାଝୀଙ୍କ ସୂଚନା ଦେଇଛନ୍ତି। ରାତିରେ ଶୋଇଥିବା ବେଳେ ତାଙ୍କର ଆକସ୍ମିକ ବିୟୋଗ ହୋଇଛି।

author-image
Otv Khabar Bureau

ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ପୁଅ କୃଷ୍ଣସିଂହ ମାଝୀଙ୍କ ସୂଚନା ଦେଇଛନ୍ତି। ରାତିରେ ଶୋଇଥିବା ବେଳେ ତାଙ୍କର ଆକସ୍ମିକ ବିୟୋଗ ହୋଇଛି। 

Advertisment
Former Odisha Minister Duryodhan Majhi
Advertisment
Advertisment