Advertisment

ଗଣେଶ ପୂଜା ପାଇଁ ଚଳଚଞ୍ଚଳ କଟକ; ୧୨୦୦ ମୂର୍ତ୍ତି ସାଙ୍ଗକୁ ଭଳିକି ଭଳି ପେଣ୍ତାଲ

ଗଣେଶ ପୂଜା ଅବସରରେ ସବୁଠି ରହିଛି ଉତ୍ସବମୁଖର ପରିବେଶ । ଦୁଇ ବର୍ଷ ପରେ ବିନା କୋଭିଡ୍ କଟକଣାରେ ପୂଜା ପାଉଛନ୍ତି ବିଘ୍ନ ବିନାଶକ । ଏଣୁ ଜାକଜମକରେ ଅଗ୍ରପୂଜ୍ୟଙ୍କ ଆରାଧନା ଲାଗି ଚଳଚଞ୍ଚଳ ପୂଜା ମଣ୍ଡପ ।

Advertisment

ଗଣେଶ ପୂଜା ଅବସରରେ ସବୁଠି ରହିଛି ଉତ୍ସବମୁଖର ପରିବେଶ । ଦୁଇ ବର୍ଷ ପରେ ବିନା କୋଭିଡ୍ କଟକଣାରେ ପୂଜା ପାଉଛନ୍ତି ବିଘ୍ନ ବିନାଶକ । ଏଣୁ ଜାକଜମକରେ ଅଗ୍ରପୂଜ୍ୟଙ୍କ ଆରାଧନା ଲାଗି ଚଳଚଞ୍ଚଳ ପୂଜା ମଣ୍ଡପ ।

Advertisment
Cuttack Decks Up For Ganesh Puja
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ