Girl carries disabled friend
କୁନିକୁନି ଝିଅ ଦୁଇଟି। ସେମାନେ ଜାଣନ୍ତି ନାହିଁ ବନ୍ଧୁତା କ’ଣ। ହେଲେ ଦୁହେଁ ପାଲଟିଛନ୍ତି ବନ୍ଧୁତ୍ୱର ଶ୍ରେଷ୍ଠ ଉଦାହରଣ। ଜଣେ ଚାଲି ପାରୁନଥିବାରୁ, ଆଉଜଣେ ତାକୁ ପିଠିରେ ବୋହିନିଏ ସ୍କୁଲ। ହ୍ୱିଲ-ଚେୟାରରେ ବସାଇ ଠେଲି ଠେଲି ନିଏ ଗୋଟିଏ କିଲୋମିଟର। ଝାଡ଼ା ପରିସ୍ରା କିମ୍ବା ଖାଇବାକୁ ଗଲେ ବି ସାଙ୍ଗ ପିଠିରେ ଯାଏ ସାଙ୍ଗ। ଏ ଭିଡିଓ ଦେଖିଲେ ଆପଣଙ୍କ ଆଖି ଛଳଛଳ ହେଇଯିବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)