Advertisment

'ସରକାରୀ କର୍ମଚାରୀର ମାନ୍ୟତା ଦିଅ, ମାସକୁ ୫ହଜାର ପେନସନ୍ ଦିଅ'

ରାଜଧାନୀ ଛାତି ଉପରୁ ଗର୍ଜନ। ସରକାରଙ୍କୁ ସିଧାସଳଖ ଚେତାବନୀ। ସରକାରୀ କର୍ମଚାରୀର ମାନ୍ୟତା, ମାସକୁ ୫ହଜାର ପେନସନ୍, ମୃତ୍ୟୁ ଘଟିଲେ ପରିବାରର ଜଣଙ୍କୁ ଚାକିରି ସହ ୫ଲକ୍ଷ କ୍ଷତିପୂରଣ ୮ଦଫା ଦାବିରେ ଆଜି ଭୁବନେଶ୍ବର ଲୋୟର ପିଏମଜିରେ ଗର୍ଜନ କରିଛନ୍ତି ହଜାର ହଜାର ଅଙ୍ଗନଓ୍ୱାଡ଼ି କର୍ମୀ। ପାଖାପାଖି ୫୦ହଜାରରୁ ଅଧିକ ଅଙ୍ଗନଓ୍ୱାଡ଼ି କର୍ମଚାରୀ, ସରକାରଙ୍କ ମିଥ୍ୟା ପ୍ରତିଶୃତିର କଡା ଜବାବ ଦେଇ ବନ୍ଦ ରଖିଛନ୍ତି। ସାରା ରାଜ୍ୟର ୬୦ ହଜାରରୁ ଉର୍ଦ୍ଧ୍ୱ ଅଙ୍ଗନବାଡ଼ି କେନ୍ଦ୍ର ହକ୍ ପାଇଁ ବିଧାନସଭା ଆଗରେ ଦେଇଛନ୍ତି ଧାରଣା।

Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ