ସରକାର ମେଡ଼ିକାଲ ତିଆରି କରିଦେଲେ, ନିଶା ବେପାରୀ ୟାକୁ ଲିଜ୍ରେ ନେବା ପରି ନିଜ ବେପାର ଆରମ୍ଭ କରିଦେଲେ। ଦିନରାତି ୨୪ ଘଣ୍ଟା ଏଠାରେ ପିଉଛନ୍ତି...ବୋତଲ ଫୋପାଡ଼ୁଛନ୍ତି, ନିଶା ବେପାର କରୁଛନ୍ତି। ଚିକିତ୍ସା ପାଉନାହାନ୍ତି ଲୋକେ
Published: Pallipuspa Samal
Last updated: 15 May 2022, 01:04 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।