ରାଜ୍ୟରେ ଆଗକୁ ଉତ୍କଟ ହେବ କି ଭୂତଳ ଜଳସ୍ତର ? ବାଙ୍ଗାଳୁରୁ ଭଳି ଭୁବନେଶ୍ବରବାସୀ ବି ଭୋଗିବେନି ତ ଜଳସଙ୍କଟ ସ୍ଥିତି ? କାରଣ ରାଜଧାନୀରୁ ରାଜ୍ୟବ୍ୟାପି ଦ୍ରୁତଗତିରେ ଭୂତଳ ଜଳସ୍ତର ଖସୁଛି। ମାଟି ଯେତିକି ଶୋଷୁଛି ତାର ୮୬ ପ୍ରତିଶତ ଜଳ ଉତ୍ତୋଳନ ହେଉଥିବାବେଳେ ରାଜ୍ୟର ୯ଟି ବ୍ଲକର ଭୂତଳ ଜଳସ୍ତର ସ୍ଥିତି ସେମି-କ୍ରିଟିକାଲ ସ୍ତରରେ ପହଞ୍ଚିଛି। ଯାହାକୁ ନେଇ ଚିନ୍ତା ବଢ଼ିଛି ।
Published By: Sujit kumar Swain
Last updated: 17 March 2024, 09:39 PM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।