Advertisment

ରାଜ୍ୟରେ ଆଗକୁ ଉତ୍କଟ ହେବ କି ଭୂତଳ ଜଳସ୍ତର ?

ରାଜ୍ୟରେ ଆଗକୁ ଉତ୍କଟ ହେବ କି ଭୂତଳ ଜଳସ୍ତର ? ବାଙ୍ଗାଳୁରୁ ଭଳି ଭୁବନେଶ୍ବରବାସୀ ବି ଭୋଗିବେନି ତ ଜଳସଙ୍କଟ ସ୍ଥିତି ? କାରଣ ରାଜଧାନୀରୁ ରାଜ୍ୟବ୍ୟାପି ଦ୍ରୁତଗତିରେ ଭୂତଳ ଜଳସ୍ତର ଖସୁଛି। ମାଟି ଯେତିକି ଶୋଷୁଛି ତାର ୮୬ ପ୍ରତିଶତ ଜଳ ଉତ୍ତୋଳନ ହେଉଥିବାବେଳେ ରାଜ୍ୟର ୯ଟି ବ୍ଲକର ଭୂତଳ ଜଳସ୍ତର ସ୍ଥିତି ସେମି-କ୍ରିଟିକାଲ ସ୍ତରରେ ପହଞ୍ଚିଛି। ଯାହାକୁ ନେଇ ଚିନ୍ତା ବଢ଼ିଛି।...

author-image
Sujit kumar Swain

ରାଜ୍ୟରେ ଆଗକୁ ଉତ୍କଟ ହେବ କି ଭୂତଳ ଜଳସ୍ତର ? ବାଙ୍ଗାଳୁରୁ ଭଳି ଭୁବନେଶ୍ବରବାସୀ ବି ଭୋଗିବେନି ତ ଜଳସଙ୍କଟ ସ୍ଥିତି ? କାରଣ ରାଜଧାନୀରୁ ରାଜ୍ୟବ୍ୟାପି ଦ୍ରୁତଗତିରେ ଭୂତଳ ଜଳସ୍ତର ଖସୁଛି। ମାଟି ଯେତିକି ଶୋଷୁଛି ତାର ୮୬ ପ୍ରତିଶତ ଜଳ ଉତ୍ତୋଳନ ହେଉଥିବାବେଳେ ରାଜ୍ୟର ୯ଟି ବ୍ଲକର ଭୂତଳ ଜଳସ୍ତର ସ୍ଥିତି ସେମି-କ୍ରିଟିକାଲ ସ୍ତରରେ ପହଞ୍ଚିଛି। ଯାହାକୁ ନେଇ ଚିନ୍ତା ବଢ଼ିଛି ।

Advertisment
Water Crisis
Advertisment
Advertisment