Advertisment

୩ ମାସର କଅଁଳା ଛୁଆକୁ ଧରି ପରିବା ବିକୁଛି ମାଆ, ତଥାପି ହାରିନି ଭୂଜ୍ୟୋତି

୩ ମାସର କଅଁଳା ଛୁଆକୁ ରାସ୍ତା କଡ଼ ପିଣ୍ଡାରେ ଗଡ଼େଇ ଦେଇ ପରିବା ବିକୁଛି ମାଆ। ମାଆଟି ପାଖରେ ଉପାୟ ମଧ୍ୟ ନାହିଁ। ନହେଲେ ପେଟ ପୋଷିବ କେମିତି? ଛୁଆକୁ କ୍ଷୀର ଦେବ କେମିତି? ହେଲେ ମୟୂରଭଂଜ ଜିଲ୍ଲାର ଏହି ଆଦିବାସୀ ମାଆଟି କାହାକୁ ହାତ ପାତିନାହିଁ। ନିଜ ବଳରେ ସେ ଗୋଡ଼ କାଢ଼ିଛି ପଦାକୁ। ଏଭଳି ମାଆ ପାଇଁ ବଢ଼ି ଆସିବା କଥା ସହାୟତାର ହାତ, କିନ୍ତୁ ସାହାଯ୍ଯ କରୁଛି କିଏ?

author-image
Otv Khabar Bureau

Odisha Woman Karanjia Child Vegetables
Advertisment
Advertisment