ଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ମହାନଦୀରେ ପାଣି ଆସିବାରୁ ଆଠଗଡ଼ ଧବଳେଶ୍ୱର ପୀଠକୁ ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚିତ ହୋଇଛନ୍ତି ।
Published By: Tanmay Kumar Mahalik
Last updated: 30 June 2023, 11:18 AM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।