Advertisment

ମାଡ଼ି ଆସିଲା ମହାନଦୀ ପାଣି, ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା

ମହାନଦୀରେ ପାଣି ଆସିବାରୁ ଆଠଗଡ଼ ଧବଳେଶ୍ୱର ପୀଠକୁ ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚିତ ହୋଇଛନ୍ତି।

Advertisment

ଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ମହାନଦୀରେ ପାଣି ଆସିବାରୁ ଆଠଗଡ଼ ଧବଳେଶ୍ୱର ପୀଠକୁ ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚିତ ହୋଇଛନ୍ତି ।

Advertisment
Mahanadi River Dhabaleswar
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ