ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ମହାନଦୀରେ ପାଣି ଆସିବାରୁ ଆଠଗଡ଼ ଧବଳେଶ୍ୱର ପୀଠକୁ ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚିତ ହୋଇଛନ୍ତି।
Published By: Sarbeswar
Last updated: 30 June 2023, 11:52 AM IST
ବୈତରଣୀ ନଦୀରେ ମତ୍ସଜୀବୀଙ୍କ ଜାଲରେ ପଡିଛି ବିରାଟ କାୟ ‘କଳା ସାରାଣ୍ଟ’ ମାଛ। ଯାହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଜମୁଛି।