Advertisment

ଶ୍ରୀମନ୍ଦିର ସ୍ୱର୍ଣ୍ଣିମ ଇତିହାସରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ

ବହୁଚର୍ଚ୍ଚିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେଲା ଶିଳାନ୍ୟାସ ଆଧାରଶିଳା ରଖିଲେ ଗଜପତି, ଉପସ୍ଥିତ ରହିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାବାସୀଙ୍କ ପାଇଁ ଆଜି ଅତ୍ୟନ୍ତ ପବିତ୍ର ଦିନ ହୋଇଥିବାବେଳେ ଶ୍ରୀଜଗନ୍ନାଥ ଭକ୍ତଙ୍କ ପାଇଁ ବି ଐତିହାସିକ ଦିନ। ଏହି ଅବସରରେ ୧୦ଜଣ ଜମିହରାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିବାବେଳେ ୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ବି ଦିଆଯାଇଥିଲା।

Odisha Puri Lord Jagannath
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ