By: Swadesi Megha Mallhar Prusty
Last updated: 15 January 2024, 09:54 AM IST
ଶୀତ ରାତିରେ ଭଙ୍ଗା ଦୋକାନ ବାରଣ୍ଡାରେ ପଡ଼ିରହିଛନ୍ତି । କେଇଖଣ୍ଡ ଛିଣ୍ଡା କପଡ଼ାରେ ଗୁଡେଇ ହୋଇ ଥରୁଛନ୍ତି । ହାଡ଼ ଭଙ୍ଗା ଜାଡ଼ ରାତିରେ ଏମିତି ଜୀବନ ସହ ଯୁଝୁଛନ୍ତି...ଶୀତ ଦିନେ କିପରି ଏ ଥଣ୍ଡାରୁ ରକ୍ଷା ପାଇବେ କିଛି ବୁଝିପାରୁନାହାନ୍ତି । ଦିନେ ରାଜଗାଙ୍ଗପୁର ସହରରେ ରିକ୍ସା ଚଳାଉଥିଲେ...ଆଜି ବାସହରା....