ଆପଣ ଗର୍ଭାବତୀ ଅଛନ୍ତି କି? ଯଦି ଅଛନ୍ତି ତେବେ ନିଶ୍ଚୟ ଦେଖନ୍ତୁ ଏହି ଭିଡ଼ିଓ...ଜାଣି ରଖନ୍ତୁ କଣ କରିବେ ଆଉ କଣ କରିବେନି?
Published: Pallipuspa Samal
Last updated: 22 March 2022, 12:19 PM IST
ଜନ୍ମରୁ ସେ ପୋଲିଓ ରୋଗରେ ଆକ୍ରାନ୍ତ। ଦିବ୍ୟାଙ୍ଗ ହୋଇଥିଲେ ବି ପାଠ ପଢ଼ିବାକୁ ଭାରି ମନ। ଶାରୀରିକ ଅକ୍ଷମତା କାରଣରୁ ସ୍କୁଲ ଯାଇ ପାରୁ ନଥିବାରୁ ପାଠ ପଢିବାରୁ ବଞ୍ଚିତ ହେଉଛନ୍ତି ଗଣେଶ। ଏବେ ସରକାରଙ୍କୁ ଗୁହାରି କରିଛନ୍ତି ମୋତେ ଗୋଟେ ଟ୍ରାଇ ସାଇକେଲଟିଏ ଦିଅ। ମୁଁ ସ୍କୁଲ୍ ଯିବି, ଆଉ ପାଠ ପଢିବି