ମାତିଛନ୍ତି ମାଫିଆ। କଳାପଥର, ବାଲି ଓ ମାଟି ସବୁକୁ ଲୁଟ୍ କରି ମାଲେ ମାଲ ହେଉଛନ୍ତି...କୋଟି କୋଟି ଟଙ୍କା ନିଜେ ରୋଜଗାର କରୁଛନ୍ତି...ଜିଲ୍ଲାର ରାଜସ୍ୱ କିନ୍ତୁ ଖାଲି। ଯିଏ ସାମ୍ନାକୁ ଆସୁଛି, ତାକୁ ଟଙ୍କା ଦେଉଛନ୍ତି ନହେଲେ ରାସ୍ତାରୁ ହଟାଇ ଦେଉଛନ୍ତି। ସବୁ ଜାଣିଶୁଣି ନିଦାବିଷ୍ଣୁ ସାଜିଛି ପ୍ରଶାସନ
Published: Pallipuspa Samal
Last updated: 16 May 2022, 01:28 PM IST
ଝିଅ ବାହାଘର ପାଇଁ ବାପାଙ୍କ ନିଆରା ଅଫର । ଖୋଜିଦିଅନ୍ତୁ ବର... ମିଳିବ ୩ ଲକ୍ଷ ଟଙ୍କା । ଏପରି ଅଫର ରଖିଛନ୍ତି ଜଣେ ବାପା ।