ମାତିଛନ୍ତି ମାଫିଆ। କଳାପଥର, ବାଲି ଓ ମାଟି ସବୁକୁ ଲୁଟ୍‌ କରି ମାଲେ ମାଲ ହେଉଛନ୍ତି...କୋଟି କୋଟି ଟଙ୍କା ନିଜେ ରୋଜଗାର କରୁଛନ୍ତି...ଜିଲ୍ଲାର ରାଜସ୍ୱ କିନ୍ତୁ ଖାଲି। ଯିଏ ସାମ୍ନାକୁ ଆସୁଛି, ତାକୁ ଟଙ୍କା ଦେଉଛନ୍ତି ନହେଲେ ରାସ୍ତାରୁ ହଟାଇ ଦେଉଛନ୍ତି। ସବୁ ଜାଣିଶୁଣି ନିଦାବିଷ୍ଣୁ ସାଜିଛି ପ୍ରଶାସନ