Advertisment

ମାତିଛନ୍ତି ବାଲି ମାଫିଆ, ନଦୀରେ ଲାଗିଛି ମେସିନ୍ । ଖୋଳା ଚାଲିଛି ନଦୀ, ବୁହା ଚାଲିଛି ଟ୍ରକ୍ ଟ୍ରକ୍ ବାଲି

ଏଠି ଆଖିରେ କପଡ଼ା ବାନ୍ଧି ଦେଇଛି ପ୍ରଶାସନ । ସରକାରୀ ଅଧିକାରୀଙ୍କ ନାକ ନିଶ ତଳେ ଲୁଟ୍ ହେଉଛି ଟନ୍ ଟନ୍ ବାଲି । ଦିନ ଦ୍ୱିପ୍ରହରରେ ଏ ପ୍ରହସନ କୁଆଡ଼େ ନ ଦେଖିବା ପାଇଁ ବାବୁମାନେ କୁମ୍ଭକର୍ଣ୍ଣ ନିଦରେ ଶୋଇ ରହୁଥିବା ଅଭିଯୋଗ କରିଛନ୍ତି ସଚେତନ ନାଗରିକ…..

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ